Biblia Todo Logo
Bib sou entènèt

- Piblisite -




୧ ପିତର 1:16 - ପବିତ୍ର ବାଇବଲ (Re-edited) - (BSI)

16 ଯେଣୁ ଲେଖା ଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।

Gade chapit la Kopi

ଓଡିଆ ବାଇବେଲ

16 ଯେଣୁ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଶାସ୍ତ୍ରରେ ଲେଖାଅଛି, “ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।

Gade chapit la Kopi

ପବିତ୍ର ବାଇବଲ

16 ଶାସ୍ତ୍ରରେ ଲେଖାଅଛି: “ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।”

Gade chapit la Kopi




୧ ପିତର 1:16
6 Referans Kwoze  

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ।


ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।


ଏକପରାମର୍ଶ ନୋହିଲେ କି ଦୁଇ ଜଣ ଏକତ୍ର ଗମନ କରିବେ?


କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ।


ପୁଣି, ସେଠାରେ ଏକ ରାଜଦାଣ୍ତ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ହେଁ ତହିଁରେ ଭ୍ରାନ୍ତ ହେବେ ନାହିଁ।


Swiv nou:

Piblisite


Piblisite