Biblia Todo Logo
Bib sou entènèt

- Piblisite -




୧ ପିତର 4:5 - ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ଯେଉଁ ଈଶ୍ୱର ଜୀବିତ ସ ମୃତମାନଙ୍କର ବିଚାର କରିବାକୁ ଉଦ୍ୟତ, ତାଙ୍କ ନକଟରେ ସେମାନଙ୍କୁ ନିକାଶ ଦେବାକୁ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

5 ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ।

Gade chapit la Kopi




୧ ପିତର 4:5
17 Referans Kwoze  

ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି।


ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ଵର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।


ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,


କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ;


ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।


ଏଥିପାଇଁ ହେ ଇସ୍ରାଏଲ-ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।


ଯେହେତୁ ପରମେଶ୍ଵର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।


କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ।


Swiv nou:

Piblisite


Piblisite