Biblia Todo Logo
Bib sou entènèt

- Piblisite -




୧ ପିତର 4:8 - ପବିତ୍ର ବାଇବଲ (Re-edited) - (BSI)

8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।

Gade chapit la Kopi

ଓଡିଆ ବାଇବେଲ

8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।

Gade chapit la Kopi

ପବିତ୍ର ବାଇବଲ

8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।

Gade chapit la Kopi




୧ ପିତର 4:8
17 Referans Kwoze  

ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।


ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ।


ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର ;


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି।


ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେପରି ପରସ୍ପର ଓ ସମସ୍ତଙ୍କ ପ୍ରତି ପ୍ରେମରେ ପ୍ରଭୁ ତୁମ୍ଭମାନଙ୍କୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ;


ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।


ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।


ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।


ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ।


ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,


Swiv nou:

Piblisite


Piblisite