୧ ପିତର 5:4 - ପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ। Gade chapit laଓଡିଆ ବାଇବେଲ4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ । Gade chapit laପବିତ୍ର ବାଇବଲ (CL) NT (BSI)4 ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ। Gade chapit laପବିତ୍ର ବାଇବଲ4 ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ। Gade chapit la |