Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 1:4 - ପବିତ୍ର ବାଇବଲ (Re-edited) - (BSI)

4 କାରଣ ହେ ଈଶ୍ଵରଙ୍କ ପ୍ରିୟପାତ୍ର ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

Gade chapit la Kopi

ଓଡିଆ ବାଇବେଲ

4 କାରଣ ହେ ଈଶ୍ୱରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଭାଇମାନେ! ଆମେ ଜାଣୁ ଯେ, ଈଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଏବଂ ତାଙ୍କ ଆପଣାର ଲୋକ ହେବା ନିମନ୍ତେ ତୁମ୍ଭମାନଙ୍କୁ ମନୋନୀତ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

Gade chapit la Kopi

ପବିତ୍ର ବାଇବଲ

4 ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।

Gade chapit la Kopi




୧ ଥେସଲନୀକୀୟ 1:4
14 Referans Kwoze  

କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ,


ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।”


ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।


ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ପିତା ଈଶ୍ଵରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେମେନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛୁ,


Swiv nou:

Piblisite


Piblisite