Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 3:2 - ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ଓ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ଵରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ୱରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କିନ୍ତୁ ତୁମକୁ ବଳିଷ୍ଠ କରିବାକୁ ଓ ତୁମର ବିଶ୍ୱାସ ଦୃଢ଼ କରିବା ପାଇଁ ତୁମ ନିକଟକୁ ଆମ ଭାଇ ତୀମଥିଙ୍କୁ ପଠାଇବୁ। ସେ ଆମ ସହିତ ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରି ଈଶ୍ୱରଙ୍କ ସେବା କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,

Gade chapit la Kopi

ପବିତ୍ର ବାଇବଲ

2 ଅତଏବ ଆଥୀନୀରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ୱରଙ୍କ ଲାଗି ମୋ’ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କରନ୍ତି। ତୁମ୍ଭମାନଙ୍କ ବିଶ୍ୱାସରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।

Gade chapit la Kopi




୧ ଥେସଲନୀକୀୟ 3:2
24 Referans Kwoze  

ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,


ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ଵନ୍ଧରେ ପଚାରେ, ସେମାନେ ମଣ୍ତଳୀସମୂହ ଦ୍ଵାରା ପ୍ରେରିତ, ପୁଣି ଖ୍ରୀଷ୍ଟଙ୍କ ଗୌରବ ସ୍ଵରୂପ।


କାରଣ ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ଵାରା, ଅର୍ଥାତ୍, ମୋʼ ଦ୍ଵାରା ଏବଂ ସିଲ୍ଵାନ ଓ ତୀମଥିଙ୍କ ଦ୍ଵାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;


ମୋହର ସହକର୍ମୀ ତୀମଥି, ପୁଣି ମୋହର ସ୍ଵଜାତୀୟ ଲୂକୀୟ, ଯାସୋନ୍,,ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଏହିପ୍ରକାରେ ମଣ୍ତଳୀସମୂହ ବିଶ୍ଵାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।


ପରେ ସେ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ଵାସିନୀ ଯିହୁଦୀ ମହିଳାର।ପୁତ୍ର, କିନ୍ତୁ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ଵରଙ୍କ ସମସ୍ତ ଇଚ୍ଛା ସମ୍ଵନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।


ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ଵସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ତଳୀରେ ଶିକ୍ଷା ଦେଇଥାଏ , ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣସମସ୍ତ ସ୍ମରଣ କରାଇବେ।


ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତା; ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।


ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ।


ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ଵାର ମୁକ୍ତ ହେଲେ ହେଁ ପ୍ରେରିତ. ୧୬:୮ ପ୍ର.କରି.୧୬:୯


ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।


Swiv nou:

Piblisite


Piblisite