Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 3:5 - ପବିତ୍ର ବାଇବଲ (Re-edited) - (BSI)

5 ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

Gade chapit la Kopi

ଓଡିଆ ବାଇବେଲ

5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଜାଣି ପାରିବା ଉଦ୍ଦେଶ୍ୟରେ ମୁଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଥିଲି। ଅଧିକ ଅପେକ୍ଷା କରିବାକୁ ଧୈର୍ଯ୍ୟ ନ ଥିବାରୁ, ମୁଁ ତାହାଙ୍କୁ ପଠାଇଥିଲି। ମୋର ଭୟ ଥିଲା ଯେ, କାଳେ ପ୍ରଲୋଭନକାରୀ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭନ ଦ୍ୱାରା ପରାଜିତ କରିଥିବ। ତା'ହେଲେ ଆମ୍ଭର କଠୋର ପରିଶ୍ରମ ବ୍ୟର୍ଥ ହୋଇଯିବ।

Gade chapit la Kopi




୧ ଥେସଲନୀକୀୟ 3:5
20 Referans Kwoze  

ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ।


ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ।


ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,


ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ଵରଙ୍କଠାରେ ଅଛି।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି।


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି।


ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।


କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରି ଆସି ତୁମ୍ଭମାନଙ୍କ ବିଶ୍ଵାସ ଓ ପ୍ରେମ ସମ୍ଵନ୍ଧରେ, ପୁଣି ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସାଦରେ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏ ବିଷୟରେ ଆମ୍ଭମାନଙ୍କୁ ଶୁଭ ସମ୍ଵାଦ ଦେଇଅଛନ୍ତି;


ହେ ଭାଇମାନେ, ତୁମ୍ଭେମାନେ ତ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ;


କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହିସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।


ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।


ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।


Swiv nou:

Piblisite


Piblisite