Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:4 - ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4-5 ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ

4 “ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେମାନେ ପ୍ରତ୍ୟେକ ନିଜ ଶରୀରକୁ ସଂଯମ କରିବାକୁ ଶିଖ। ତୁମ୍ଭେମାନେ ନିଜ ଶରୀରକୁ ଏପରି ବ୍ୟବହାର କର ଯେ, ତାହା ପବିତ୍ର ହେବ ଓ ପରମେଶ୍ୱରଙ୍କୁ ଗୌରବ ଦେବ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହେବାକୁ ଦିଅ ନାହିଁ।

Gade chapit la Kopi




୧ ଥେସଲନୀକୀୟ 4:4
15 Referans Kwoze  

ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।


କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ଵାମୀ ଥାଉ।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।


ଏଣୁ ଈଶ୍ଵର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ଵାରା କଳୁଷିତ ହୁଏ।


କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ମାତ୍ର ମହାଶକ୍ତି ଯେ ଈଶ୍ଵରଙ୍କର, ପୁଣି ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?


Swiv nou:

Piblisite


Piblisite