Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:2 - ପବିତ୍ର ବାଇବଲ (Re-edited) - (BSI)

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

Gade chapit la Kopi

ଓଡିଆ ବାଇବେଲ

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କାରଣ ତୁମ୍ଭେମାନେ ଉତ୍ତମ ରୂପେ ଜାଣ ଯେ, ରାତିରେ ଚୋର ପଶିବା ପରି ପ୍ରଭୁଙ୍କ ଦିନ ଆସି ପହଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

Gade chapit la Kopi

ପବିତ୍ର ବାଇବଲ

2 କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।

Gade chapit la Kopi




୧ ଥେସଲନୀକୀୟ 5:2
13 Referans Kwoze  

ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହିଦିନ ଆକାଶମଣ୍ତଳ ମହାଶଦ୍ଦ ସହ ଲୋପ ପାଇବ, ପୁଣି ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;


ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ।


ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ, ପୁଣି ଜୀବିକା ସମ୍ଵନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହିଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;


କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେହି ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,


ପ୍ରଭୁଙ୍କ ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ଵାରା ଲିଖିତ ବୋଲି ମନେ କରି କୌଣସି ପତ୍ର ଦ୍ଵାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ।


ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍ ଜଳାଶୟ ନିକଟରେ ଅକସ୍ମାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।


Swiv nou:

Piblisite


Piblisite