Biblia Todo Logo
Bib sou entènèt

- Piblisite -




୧ ତୀମଥି 2:13 - ପବିତ୍ର ବାଇବଲ (Re-edited) - (BSI)

13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

Gade chapit la Kopi

ଓଡିଆ ବାଇବେଲ

13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କାରଣ, ଆଦମ ପ୍ରଥମେ ସୃଷ୍ଟି ହୋଇଥିଲେ; ତା’ପରେ ହବାଙ୍କ ସୃଷ୍ଟି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

Gade chapit la Kopi

ପବିତ୍ର ବାଇବଲ

13 କାରଣ ଆଦମ ପ୍ରଥମରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।

Gade chapit la Kopi




୧ ତୀମଥି 2:13
7 Referans Kwoze  

ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।


ଆଉ ସଦାପ୍ରଭୁ ପରମେଶ୍ଵର ଆଦମଙ୍କଠାରୁ ଯେଉଁ ପଞ୍ଜର ଖଣ୍ତିକ ନେଲେ, ତଦ୍ଦ୍ଵାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।


ଅନନ୍ତର ସଦାପ୍ରଭୁ ପରମେଶ୍ଵର ଭୂମିର ଧୂଳି ଦ୍ଵାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।


ତହୁଁ ସେ ନାରୀଙ୍କି କହିଲେ, ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି ସ୍ଵାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବ।


ଅନନ୍ତର ଆଦମ ଆପଣା ଭାର୍ଯ୍ୟାର ନାମ ହବା (ଜୀବନ) ଦେଲେ, ଯେହେତୁ ସେ ଜୀବିତ ସକଳର ମାତା ହେଲେ।


Swiv nou:

Piblisite


Piblisite