Biblia Todo Logo
Bib sou entènèt

- Piblisite -




୧ ତୀମଥି 3:10 - ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି ନିର୍ଦ୍ଦୋଷ ଦେଖାଗଲେ, ସେବକ ପଦରେ ନିଯୁକ୍ତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ଦୋଷ ନ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମଣ୍ଡଳୀର କାର୍ଯ୍ୟ କରିବାକୁ ଅଧିକାର ପାଇବା ପୂର୍ବରୁ ସେମାନଙ୍କୁ ମଧ୍ୟ ପରୀକ୍ଷା କରାଯାଉ। ଏହି ପରୀକ୍ଷାରେ ଉପଯୁକ୍ତ ବିବେଚିତ ହେଲେ ଯାଇ ସେମାନେ କାର୍ଯ୍ୟରେ ନିଯୁକ୍ତି ପାଆନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ପ୍ରଥମେ ସେମାନଙ୍କୁ ପରୀକ୍ଷା କରିବ। ଯଦି ସେମାନଙ୍କ ଭିତରେ କୌଣସି ଦୁର୍ଗୁଣ ନାହିଁ, ତା'ହେଲେ ସେମାନେ ବିଶେଷ ସେବକ ଭାବେ ସେବା କରି ପାରିବେ।

Gade chapit la Kopi




୧ ତୀମଥି 3:10
9 Referans Kwoze  

ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ।


କାରଣ ଯେଉଁମାନେ ଉତ୍ତମ ରୂପେ ସେବକ-କର୍ମ କରିଅଛନ୍ତି, ସେମାନେ ଆପଣା ଆପଣା ନିମନ୍ତେ ସୁଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସମୂଳକ ବିପୁଳ ସାହସ ଲାଭ କରିବେ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ସଦୃଶ ଦଣ୍ତଗ୍ରସ୍ତ ହେବେ।


ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ଵାମୀ, ମିତଭୋଗୀ, ସୁବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ଵାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;


Swiv nou:

Piblisite


Piblisite