Biblia Todo Logo
Bib sou entènèt

- Piblisite -




୧ ତୀମଥି 4:5 - ପବିତ୍ର ବାଇବଲ (Re-edited) - (BSI)

5 ଯେଣୁ ଈଶ୍ଵରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ଵାରା ତାହା ପବିତ୍ର କରାଯାଏ।

Gade chapit la Kopi

ଓଡିଆ ବାଇବେଲ

5 ଯେଣୁ ଈଶ୍ୱରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱରଙ୍କ ବାକ୍ୟ ସ୍ମରଣ କରି ତାଙ୍କୁ ପ୍ରାର୍ଥନା କରିବା ଦ୍ୱାରା ସକଳ ବିଷୟ ପବିତ୍ର ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।

Gade chapit la Kopi




୧ ତୀମଥି 4:5
8 Referans Kwoze  

ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି ବିବିଧ ଖାଦ୍ୟ ପଦାର୍ଥରୁ ପୃଥକ୍ ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ଵାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ଵାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ଵର ଏସବୁ ତ ସୃଷ୍ଟି କରିଅଛନ୍ତି।


କାରଣ ଅବିଶ୍ଵାସୀ ସ୍ଵାମୀ ଭାର୍ଯ୍ୟା ହେତୁ ଶୁଚି କରାଯାଇଅଛି, ଆଉ ଅବିଶ୍ଵାସିନୀ ଭାର୍ଯ୍ୟା ସ୍ଵାମୀ ହେତୁ ଶୁଚି କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ଶୁଚି।


ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ।


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ଵାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ, ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ବରଞ୍ଚ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ପରମେଶ୍ଵର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ।


ବିଶ୍ଵାସ ଦ୍ଵାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ଵ ଈଶ୍ଵରଙ୍କ ବାକ୍ୟ ଦ୍ଵାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।


Swiv nou:

Piblisite


Piblisite