Biblia Todo Logo
Bib sou entènèt

- Piblisite -




୧ ତୀମଥି 5:12 - ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ତନୀୟ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଘଂନ କରିବାରୁ ଦଣ୍ଡନୀୟ ହୁଅନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ସେଥିପାଇଁ ସେମାନଙ୍କର ବିଗ୍ଭର ହେବ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ଯୋଗୁଁ ସେମାନେ ବଗ୍ଭରିତ ହେବେ।

Gade chapit la Kopi




୧ ତୀମଥି 5:12
8 Referans Kwoze  

ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଶିକ୍ଷକ ଯେ ଆମ୍ଭେମାନେ, ଆମ୍ଭେମାନେ ଯେ ଗୁରୁତର ଦଣ୍ତ ପାଇବା, ଏହା ଜାଣ।


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ !


ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ତ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।


କିନ୍ତୁ ଯୁବତୀ ବିଧବାମାନଙ୍କୁ ଅଗ୍ରାହ୍ୟ କର, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।


ଯାହା ଭଲ, ତାହା ଇସ୍ରାଏଲ ପକାଇ ଦେଇଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।


Swiv nou:

Piblisite


Piblisite