Biblia Todo Logo
Bib sou entènèt

- Piblisite -




୧ ତୀମଥି 5:18 - ପବିତ୍ର ବାଇବଲ (Re-edited) - (BSI)

18 କାରଣ ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ତି ଦିଅ ନାହିଁ”। ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ" । ପୁଣି, କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କାରଣ ଶାସ୍ତ୍ରରେ ଲେଖାଅଛି: “ଶସ୍ୟ ଅମଳ କରୁଥିବା ବେଳେ ବଳଦ ମୁହଁରେ ତୁଣ୍ଡି ବାନ୍ଧ ନାହିଁ।” ପୁଣି “କାର୍ଯ୍ୟକାରୀ ଉପଯୁକ୍ତ ପାରିଶ୍ରମିକ ପାଇବାକୁ ହକ୍ଦାର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”

Gade chapit la Kopi

ପବିତ୍ର ବାଇବଲ

18 କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।” ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ୍।”

Gade chapit la Kopi




୧ ତୀମଥି 5:18
13 Referans Kwoze  

ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ତି ବାନ୍ଧିବ ନାହିଁ।


ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ଵାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।


ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।


ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ। ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି?


ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।


ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।


ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ”।


ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି,


କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।


Swiv nou:

Piblisite


Piblisite