Biblia Todo Logo
Bib sou entènèt

- Piblisite -




୧ ତୀମଥି 5:2 - ପବିତ୍ର ବାଇବଲ (Re-edited) - (BSI)

2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର।

Gade chapit la Kopi

ଓଡିଆ ବାଇବେଲ

2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ବୟୋଜ୍ୟେଷ୍ଠା ମହିଳାମାନଙ୍କୁ ମାତୃବତ୍ ଏବଂ କନିଷ୍ଠାମାନଙ୍କୁ ଭଗିନୀ ତୁଲ୍ୟ ମନେ କରି ସେମାନଙ୍କ ପ୍ରତି ପବିତ୍ର ଆଚରଣ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।

Gade chapit la Kopi

ପବିତ୍ର ବାଇବଲ

2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର।

Gade chapit la Kopi




୧ ତୀମଥି 5:2
8 Referans Kwoze  

ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।


କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


ନିରାଶ୍ରୟ ବିଧବାମାନଙ୍କୁ ସମାଦର କର।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ।


ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,


Swiv nou:

Piblisite


Piblisite