Biblia Todo Logo
Bib sou entènèt

- Piblisite -




୧ ତୀମଥି 5:5 - ପବିତ୍ର ବାଇବଲ (Re-edited) - (BSI)

5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ଵରଙ୍କ ଉପରେ ଭରସା ରଖି ଦିବାରାତ୍ର ନିବେଦନ ଓ ପ୍ରାର୍ଥନାରେ ପ୍ରବୃତ୍ତ ଥାଏ;

Gade chapit la Kopi

ଓଡିଆ ବାଇବେଲ

5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯେଉଁ ବିଧବା ପ୍ରକୃତରେ ଏକାକିନୀ ଓ ନିରାଶ୍ରୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି, ଦିବାନିଶି ତାଙ୍କର ସାହାଯ୍ୟ ଭିକ୍ଷା କରୁଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;

Gade chapit la Kopi

ପବିତ୍ର ବାଇବଲ

5 ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା'ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ।

Gade chapit la Kopi




୧ ତୀମଥି 5:5
27 Referans Kwoze  

ନିରାଶ୍ରୟ ବିଧବାମାନଙ୍କୁ ସମାଦର କର।


ସେ ମନ୍ଦିର ପରିତ୍ୟାଗ ନ କରି ଉପବାସ ଓ ନିବେଦନ ସହ ଦିବାରାତ୍ର ଉପାସନା କରୁଥିଲେ।


କାରଣ ପୂର୍ବକାଳରେ ସାଧ୍ଵୀ ସ୍ତ୍ରୀମାନେ ମଧ୍ୟ ଈଶ୍ଵରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।


ଯଦି କୌଣସି ବିଶ୍ଵାସିନୀ ମହିଳାଙ୍କ ଗୃହରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ମୋଚନ କରନ୍ତୁ, ଆଉ ମଣ୍ତଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ତଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ମୋଚନ କରି ପାରେ।


କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;


କ୍ଳା; ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏ ବିଷୟରେ ସେ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ।


ସର୍ବପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି ସମସ୍ତ ସାଧୁଙ୍କ ନିମନ୍ତେ ଏକା; ଉଦ୍ୟମ ଓ ନିବେଦନ କରିବାରେ ଜାଗି ରହି ପ୍ରାର୍ଥନା କର।


ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି?


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ଵରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।


ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।


ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ଵାସ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।


ଆଉ, ଯେଉଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ଆହ୍ଵାନ ପ୍ରାପ୍ତ ହୋଇଅଛ,


ଆମ୍ଭମାନଙ୍କ ଦ୍ଵାଦଶ ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ଵରଙ୍କ ସେବା କରୁଅଛନ୍ତି। ହେ ରାଜନ୍, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ଵାରା ଅଭିଯୁକ୍ତ ହେଉଅଛି।


ସେ ଊର୍ଦ୍ଧ୍ଵରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନଯାକ ମୂର୍ଚ୍ଛିତା କରିଅଛନ୍ତି।


ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚ- ସ୍ଵରରେ ଗାନ କରି ଆନନ୍ଦଧ୍ଵନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ଵାସ କରୁ ଓ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ଦେଉ।


ସେତେବେଳେ ତୁମ୍ଭେ ମନେ ମନେ କହିବ, ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?


ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।


ସିୟୋନର ନଗର-ଦ୍ଵାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା।


ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବନାଇଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।


ପୁଣି, ସେ ହାତ ଦେଇ ତାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାଙ୍କୁ ଜୀବିତ ଦେଖାଇଲେ।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ।


ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ,


ମୋହର ପିତୃପୁରୁଷମାନଙ୍କ ମତାନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ଵରଙ୍କର ଉପାସନା କରେ, ଦିବାରାତ୍ର ମୋହର ପ୍ରାର୍ଥନାରେ ନିରନ୍ତର ତୁମ୍ଭର ନାମ ଉଲ୍ଲେଖ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


Swiv nou:

Piblisite


Piblisite