Biblia Todo Logo
Bib sou entènèt

- Piblisite -




୧ ତୀମଥି 5:7 - ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ଯେଯରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ବିଧବାମାନଙ୍କୁ ଏ ବିଷୟରେ ସାବଧାନ କରିଦିଅ, କେହି ଯେପରି ସେମାନଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ କରିବାକୁ ସୁଯୋଗ ନ ପାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।

Gade chapit la Kopi

ପବିତ୍ର ବାଇବଲ

7 ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା'ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି।

Gade chapit la Kopi




୧ ତୀମଥି 5:7
7 Referans Kwoze  

ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।


ଏହି ସାକ୍ଷ୍ୟ ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀୟ କଳ୍ପିତ ଗଳ୍ପ ପୁଣି ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ


ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,


ଯେଉଁମାନେ ଇହକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଞ୍ଚ ଭୋଗ ନିମନ୍ତେ ସକଳ ବିଷୟ ପ୍ରଚୁର ରୂପେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ଵର,, ତାହାଙ୍କ ଉପରେ ନିର୍ଭର କରନ୍ତି,


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;


Swiv nou:

Piblisite


Piblisite