Biblia Todo Logo
Bib sou entènèt

- Piblisite -




୧ ତୀମଥି 6:8 - ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ଅନ୍ନବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ ହେଲେ, ଆମର ଅନ୍ନବସ୍ତ୍ରର ସଂସ୍ଥାନ ହୋଇପାରିଲେ, ଏହା ଆମ ପାଇଁ ଯଥେଷ୍ଟ ନୁହେଁ କି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

Gade chapit la Kopi

ପବିତ୍ର ବାଇବଲ

8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା।

Gade chapit la Kopi




୧ ତୀମଥି 6:8
12 Referans Kwoze  

ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।


ଆଉ ଯାକୁବ ମାନତ କରି କହିଲା, ଯେବେ ପରମେଶ୍ଵର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଗମନର ତତ୍ତ୍ଵ ନେଇଅଛନ୍ତି; ଏହି ଚାଳିଶ ବର୍ଷଯାକ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।


ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।


Swiv nou:

Piblisite


Piblisite