Biblia Todo Logo
Bib sou entènèt

- Piblisite -




୨ ପିତର 1:7 - ପବିତ୍ର ବାଇବଲ (Re-edited) - (BSI)

7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର।

Gade chapit la Kopi

ଓଡିଆ ବାଇବେଲ

7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱରପରାୟଣତା ସହିତ ଭ୍ରାତୃ ସ୍ନେହ ଓ ଭ୍ରାତୃ ସ୍ନେହ ସହିତ ପ୍ରେମ ଯୋଗ କରିବାକୁ ଆପ୍ରାଣ ଉଦ୍ୟମ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର।

Gade chapit la Kopi




୨ ପିତର 1:7
15 Referans Kwoze  

ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେପରି ପରସ୍ପର ଓ ସମସ୍ତଙ୍କ ପ୍ରତି ପ୍ରେମରେ ପ୍ରଭୁ ତୁମ୍ଭମାନଙ୍କୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ;


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ।


ଯେ ଈଶ୍ଵରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ଵାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।


ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ଵରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର ;


ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ।


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ।


Swiv nou:

Piblisite


Piblisite