Biblia Todo Logo
Bib sou entènèt

- Piblisite -




୨ ପିତର 1:9 - ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

9 ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା'ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।

Gade chapit la Kopi




୨ ପିତର 1:9
19 Referans Kwoze  

କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ଵାରା ଆପଣାକୁ ନିଖୁନ୍ତ ବଳି ସ୍ଵରୂପେ ଈଶ୍ଵରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ଵରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ଵାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର।


ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।


ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।


ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;


ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; ଚନ୍ଦା ଭିତରେ କି ବାହାରେ ଥିଲେ ତାହା କ୍ଷୟକାରକ।


Swiv nou:

Piblisite


Piblisite