Biblia Todo Logo
Bib sou entènèt

- Piblisite -




୨ ଥେସଲନୀକୀୟ 1:2 - ପବିତ୍ର ବାଇବଲ (Re-edited) - (BSI)

2 ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ଓଡିଆ ବାଇବେଲ

2 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।

Gade chapit la Kopi




୨ ଥେସଲନୀକୀୟ 1:2
4 Referans Kwoze  

ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ଵାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


Swiv nou:

Piblisite


Piblisite