Biblia Todo Logo
Bib sou entènèt

- Piblisite -




୨ ତୀମଥି 1:15 - ପବିତ୍ର ବାଇବଲ (Re-edited) - (BSI)

15 ଆସିଆର ସମସ୍ତ ଲୋକ ଯେ ମୋʼ ପ୍ରତି ବିମୁଖ ହୋଇଅଛନ୍ତି ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।

Gade chapit la Kopi

ଓଡିଆ ବାଇବେଲ

15 ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମେ ଜାଣ ଫୁଗେଲ ଓ ହର୍ମଗେନା ସମେତ ଏସିଆ ପ୍ରଦେଶର ସମସ୍ତେ ମୋତେ ପରିତ୍ୟାଗ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ଜାଣ ଯେ ଏସିଆ ପ୍ରଦେଶର ପ୍ରତ୍ୟେକ ଲୋକ ମୋତେ ପରିତ୍ୟାଗ କରିଛନ୍ତି। ଏପରିକି ଫୁଗେଲ ଓ ହର୍ମଗେନା ମଧ୍ୟ ମୋତେ ଛାଡ଼ିଗଲେ। ମୁଁ ପ୍ରାର୍ଥନା କରେ ଯେ, ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା ଦେଖାନ୍ତୁ। ଅନୀସିଫର ମୋତେ ଅନେକ ଥର ସାହାଯ୍ୟ କରିଛନ୍ତି।

Gade chapit la Kopi




୨ ତୀମଥି 1:15
10 Referans Kwoze  

ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି।


ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।


ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି।


ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ପୂଜା କରନ୍ତି, ତାଙ୍କ ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାଙ୍କ ମହିମାର ଗ୍ଳାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।


ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ଵାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


କାରଣ ଆସିଆରେ ଯେପରି ପାଉଲଙ୍କୁ ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ।। ଦିନରେ ଯିରୂଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।


ଆଉ, ଆସିଆର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାଙ୍କୁ ଅନୁରୋଧ କଲେ।


ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି ମେସପତାମିଆ, ଯିହୁଦା ଦେଶ ଓ କାପ୍‍ପାଦକିଆ, ପ; ଓ ଆସିଆ,


Swiv nou:

Piblisite


Piblisite