Biblia Todo Logo
Bib sou entènèt

- Piblisite -




୨ ତୀମଥି 2:11 - ପବିତ୍ର ବାଇବଲ (Re-edited) - (BSI)

11 ଏହି ବାକ୍ୟ ବିଶ୍ଵାସ୍ୟ, ଯଦି ଆମ୍ଭେମାନେ ତାହାଙ୍କ ସହିତ ମୃତ୍ୟୁ ଭୋଗ କରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ସଜୀବ ହେବା;

Gade chapit la Kopi

ଓଡିଆ ବାଇବେଲ

11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଏ କଥା ଏକ ନିରାଟ ସତ୍ୟ: ତାଙ୍କ ସହିତ ଆମ୍ଭେମାନେ ଯଦି ମୃତ୍ୟୁଭୋଗ କରିଛୁ, ତାଙ୍କ ସହିତ ସଜୀବ ହୋଇ ମଧ୍ୟ ରହିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;

Gade chapit la Kopi

ପବିତ୍ର ବାଇବଲ

11 ଏହି ଶିକ୍ଷା ସତ୍ୟ ଅଟେ: ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା'ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।

Gade chapit la Kopi




୨ ତୀମଥି 2:11
12 Referans Kwoze  

କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ।


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।


କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।


ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ।


ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ତଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ଵରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ଵରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।


ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି।


Swiv nou:

Piblisite


Piblisite