Biblia Todo Logo
Bib sou entènèt

- Piblisite -




୨ ତୀମଥି 2:6 - ପବିତ୍ର ବାଇବଲ (Re-edited) - (BSI)

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କଠିନ ପରିଶ୍ରମ କରିଥିବା କୃଷକ ଅମଳ ହୋଇଥିବା ଫସଲର ପ୍ରଥମାଂଶ ପାଇବା ଉଚିତ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

Gade chapit la Kopi

ପବିତ୍ର ବାଇବଲ

6 ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍।

Gade chapit la Kopi




୨ ତୀମଥି 2:6
14 Referans Kwoze  

ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।


ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର।


କାରଣ ସ୍ଵର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ପ୍ରଭାତ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।


ଯେକେହି ଡିମିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।


ମୁଁ ଯାହା କହୁଅଛି, ତାହା ବିବେଚନା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।


କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ଵାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶାକାଦି ଉତ୍ପନ୍ନ କରେ, ତାହା ଈଶ୍ଵରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।


ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।


Swiv nou:

Piblisite


Piblisite