Biblia Todo Logo
Bib sou entènèt

- Piblisite -




୨ ତୀମଥି 4:11 - ପବିତ୍ର ବାଇବଲ (Re-edited) - (BSI)

11 କେବଳ ଲୂକ ମୋʼ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।

Gade chapit la Kopi

ଓଡିଆ ବାଇବେଲ

11 କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।

Gade chapit la Kopi

ପବିତ୍ର ବାଇବଲ

11 ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ।

Gade chapit la Kopi




୨ ତୀମଥି 4:11
15 Referans Kwoze  

ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମରୁ ବାହୁଡ଼ିଗଲେ।


ଆସିଆର ସମସ୍ତ ଲୋକ ଯେ ମୋʼ ପ୍ରତି ବିମୁଖ ହୋଇଅଛନ୍ତି ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।


ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି ବର୍ଣ୍ଣବ୍ବାଙ୍କ କୁଟୁମ୍ଵୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ଵନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି,


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।


ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ଵର ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।


ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।


ସେହିପରି ଶେଷରେ ଥିବା ଲୋକେ ପ୍ରଥମ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।


କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।


ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।


Swiv nou:

Piblisite


Piblisite