Biblia Todo Logo
Bib sou entènèt

- Piblisite -




୨ ତୀମଥି 4:12 - ପବିତ୍ର ବାଇବଲ (Re-edited) - (BSI)

12 ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତିଖିକସଙ୍କୁ ମୁଁ ଏଫିସସ୍ ପଠାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।

Gade chapit la Kopi

ପବିତ୍ର ବାଇବଲ

12 ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।

Gade chapit la Kopi




୨ ତୀମଥି 4:12
11 Referans Kwoze  

ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ମଧ୍ୟ ଯେପରି ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;


ଆଉ ପୁରଙ୍କ ପୁତ୍ର ବେରୟାନିବାସୀ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ, ଓ ତ୍ରଫିମ ତାଙ୍କ ସାଙ୍ଗରେ ଯାତ୍ରା କଲେ।


ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।


ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଓ ସହଦାସ ଯେ ତୁଖିକ, ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ପୁଣି ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ଵରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ତୁମ୍ଭେମାନେ ଆଉ ମୋର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ।


ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ।


Swiv nou:

Piblisite


Piblisite