Biblia Todo Logo
Bib sou entènèt

- Piblisite -




୨ ତୀମଥି 4:15 - ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଶୁଭ ବାର୍ତ୍ତା ପ୍ରଚାରକୁ ସେ ଘୋର ବିରୋଧ କରୁଥିଲା, ତେଣୁ ତା’ ନିକଟରେ ତୁମେ ସତର୍କତାର ସହିତ ଚଳିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ମଧ୍ୟ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘୋର ପ୍ରତିରୋଧ କରିଥିଲା।

Gade chapit la Kopi




୨ ତୀମଥି 4:15
5 Referans Kwoze  

ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


କଂସାରି ଆଲେକ୍ଜାଣ୍ତର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାଙ୍କୁ ପ୍ରତିଫଳ ଦେବେ;


ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


Swiv nou:

Piblisite


Piblisite