Biblia Todo Logo
Bib sou entènèt

- Piblisite -




୨ ତୀମଥି 4:19 - ପବିତ୍ର ବାଇବଲ (Re-edited) - (BSI)

19 ପ୍ରୀସ୍କା ଓ ଆକ୍ଵିଲା ପୁଣି ଅନୀସିଫରଙ୍କ ପରିବାରଙ୍କୁ ମୋହର ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

19 ପ୍ରିସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପ୍ରିସ୍କା, ଆକ୍ୱିଲା ଓ ଅନୀସିଫରଙ୍କ ପରିବାରଙ୍କୁ ମୋର ନମସ୍କାର ଜଣାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ

19 ପ୍ରୀସ୍କା ଓ ଆକ୍ୱିଲାଙ୍କୁ ତଥା ଅନୀସିଫରଙ୍କ ପରିବାର ଲୋକମାନଙ୍କୁ ମୋର ନମସ୍କାର ଜଣାଇବ।

Gade chapit la Kopi




୨ ତୀମଥି 4:19
7 Referans Kwoze  

ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,


ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ କଥା ଶୁଣି ତାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ଵରଙ୍କ ମାର୍ଗ ବିଷୟ ତାଙ୍କୁ ବୁଝାଇଦେଲେ।


ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ।


ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


Swiv nou:

Piblisite


Piblisite