Biblia Todo Logo
Bib sou entènèt

- Piblisite -




୨ ତୀମଥି 4:20 - ପବିତ୍ର ବାଇବଲ (Re-edited) - (BSI)

20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।

Gade chapit la Kopi

ପବିତ୍ର ବାଇବଲ

20 ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।

Gade chapit la Kopi




୨ ତୀମଥି 4:20
9 Referans Kwoze  

ଆଉ ପୁରଙ୍କ ପୁତ୍ର ବେରୟାନିବାସୀ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ, ଓ ତ୍ରଫିମ ତାଙ୍କ ସାଙ୍ଗରେ ଯାତ୍ରା କଲେ।


କାରଣ ସେମାନେ ପୂର୍ବେ ନଗର ମଧ୍ୟରେ ଏଫିସର ତ୍ରଫିମଙ୍କୁ ପାଉଲଙ୍କ ସାଙ୍ଗରେ ଦେଖିଥିଲେ, ଆଉ ସେ ତାଙ୍କୁ ମନ୍ଦିର ଭିତରକୁ ଆଣିବେ ବୋଲି ଅନୁମାନ କରୁଥିଲେ।


ପୁଣି, ଯେଉଁମାନେ ତାଙ୍କର ସେବା କରୁଥିଲେ, ସେମାନଙ୍କ ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଆସିଆରେ ରହିଲେ।


ମୋହର ଓ ସମସ୍ତ ମଣ୍ତଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭ୍ରାତା କ୍ଵାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖିଅ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ଵିତୀୟ ଦିନରେ ସାମରେ ଜାହାଜ ଲଗାଇଲୁ ଓ ତହିଁ ଆରଦିନ ମୀଲୀତରେ ପହଞ୍ଚିଲୁ।


ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ତଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ।


କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।


Swiv nou:

Piblisite


Piblisite