Biblia Todo Logo
Bib sou entènèt

- Piblisite -




୨ ତୀମଥି 4:21 - ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର। ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଶୀତ ଋତୁ ପୂର୍ବରୁ ଏଠାକୁ ଆସିବା ପାଇଁ ଚେଷ୍ଟା କର। ଇଉବୁଲସ୍, ପୁଦେନସ୍, ଲିନସ୍, କ୍ଲାଦିଆ ଏବଂ ଏଠିକାର ଅନ୍ୟାନ୍ୟ ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

21 ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେ‌ନ୍‌ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।

Gade chapit la Kopi




୨ ତୀମଥି 4:21
11 Referans Kwoze  

ଶୀଘ୍ର ମୋʼ ନିକଟକୁ ଆସିବାକୁ ଯନି କର;


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।


ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।


ତ୍ରୋୟାରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି;


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ଵରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର।


କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଯନି କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ଘେନିଯିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ପଦାତିକ ତୁମ୍ଭକୁ କାରାଗାରରେ ନିକ୍ଷେପ କରିବ।


ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।


Swiv nou:

Piblisite


Piblisite