Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:3 - ପବିତ୍ର ବାଇବଲ (Re-edited) - (BSI)

3 ଶାନ୍ତିରୂପ ବନ୍ଧନରେ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯନିବାନ ହୁଅ।

Gade chapit la Kopi

ଓଡିଆ ବାଇବେଲ

3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପବିତଆତ୍ମାଙ୍କ ସାହାଯ୍ୟରେ ଶାନ୍ତିରେ ଅବସ୍ଥାନ କରିବା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଏକତା ପ୍ରତିଷ୍ଠିତ ହୋଇଛି, ତାହାକୁ ପ୍ରାଣପଣେ ସୁରକ୍ଷା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।

Gade chapit la Kopi




ଏଫିସୀୟ 4:3
16 Referans Kwoze  

ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ଚେତନା ଗ୍ରହଣ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ଵର ତୁମ୍ଭମାନଙ୍କ ସହିତ ରହିବେ,।


ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ଵାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,


ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ତିଯିବ ନାହିଁ।


ସେସମୟରେ ଇସ୍ରାଏଲ-ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।


ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ତି ଯାଏ ନାହିଁ।


ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।


Swiv nou:

Piblisite


Piblisite