Biblia Todo Logo
Bib sou entènèt

- Piblisite -




ଯିଶାଇୟ 2:1 - ପବିତ୍ର ବାଇବଲ (Re-edited) - (BSI)

1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।

Gade chapit la Kopi

ଓଡିଆ ବାଇବେଲ

1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।

Gade chapit la Kopi

ପବିତ୍ର ବାଇବଲ

1 ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

Gade chapit la Kopi




ଯିଶାଇୟ 2:1
8 Referans Kwoze  

ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାପ୍ତ ଦର୍ଶନର ଭାରୋକ୍ତି।


ସଦାପ୍ରଭୁଙ୍କ ରବ ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ତ ଓ ତନ୍ନିରୂପଣକାରୀଙ୍କୁ ମାନ।


ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।


ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


Swiv nou:

Piblisite


Piblisite