Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:3 - ପବିତ୍ର ବାଇବଲ (Re-edited) - (BSI)

3 ପଚାଶପତି ଓ ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Gade chapit la Kopi

ଓଡିଆ ବାଇବେଲ

3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱର ପଞ୍ଚାଶତପତି ଓ ସମ୍ଭ୍ରାନ୍ତ ତଥା ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଏବଂ ଜ୍ଞାନୀ ଓ ଭବିଷ୍ୟତ ମନ୍ତ୍ରଦ୍ରଷ୍ଟାମାନଙ୍କୁ ମଧ୍ୟ ଦୂରେଇ ନେବେ।

Gade chapit la Kopi




ଯିଶାଇୟ 3:3
11 Referans Kwoze  

ପୁଣି ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।


ଆଉ ସେ ସେବହକୁ ଓ ସଲ୍ମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କିପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ଵରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ, ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।


ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ଵ ଅଟେ।


ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।


ବୀର ଓ ଯୋଦ୍ଧା; ବିଚାରକର୍ତ୍ତା ଓ ଭବିଷ୍ୟଦ୍ବକ୍ତା ଓ ମନ୍ତ୍ରଜ୍ଞ ଓ ପ୍ରାଚୀନନ୍ତ


ପୁଣି, ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।


ଏହି ହେତୁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକାରଣ୍ୟ ତୃଷାରେ ଶୁଷ୍କ ହେଉଅଛନ୍ତି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ,


Swiv nou:

Piblisite


Piblisite