Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:3 - ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ।

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ମୁଁ ଭବିଷ୍ୟ‌ଦ୍‌ବକ୍ତ୍ରୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା'ପରେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲ-ହାଶ୍-ବସ୍ ରଖ।”

Gade chapit la Kopi




ଯିଶାଇୟ 8:3
6 Referans Kwoze  

ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା; ଆଉ ସେମାନେ ତାହା ସଙ୍ଗେ କଥୋପ-କଥନ କଲେ।


ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।


ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି);


ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।


Swiv nou:

Piblisite


Piblisite