Biblia Todo Logo
Bib sou entènèt

- Piblisite -




ଯିରିମୀୟ 1:13 - ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”

Gade chapit la Kopi

ପବିତ୍ର ବାଇବଲ

13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”

Gade chapit la Kopi




ଯିରିମୀୟ 1:13
10 Referans Kwoze  

ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ହତ ଲୋକଙ୍କୁ ତୁମ୍ଭେମାନେ ନଗର ମଧ୍ୟରେ ରଖିଅଛ, ସେମାନେ ମାଂସ, ପୁଣି ଏହି ନଗର ହଣ୍ତା ଅଟେ; ମାତ୍ର ତୁମ୍ଭମାନଙ୍କୁ ତହିଁ ମଧ୍ୟରୁ ବାହାର କରାଯିବ।


ସେମାନେ କହନ୍ତି, ଗୃହ ଗାନ୍ଥିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ତା ଓ ଆମ୍ଭେମାନେ ମାଂସ।


ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ;


ଫାରୋ ଦୁଇଥର ସ୍ଵପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ଵରଙ୍କ ଦ୍ଵାରା ତାହା ନିଶ୍ଚିତ ହୋଇଅଛି, ପୁଣି ପରମେଶ୍ଵର ତାହା ଶୀଘ୍ର ଘଟାଇବେ।


ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବ ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପୁଣି, ସେ କହିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗ୍ରୀଷ୍ମକାଳୀନ ଏକ ଡାଲା ଫଳ। ତେବେ ସଦାପ୍ରଭୁ ମୋତେ କହିଲେ, ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।


Swiv nou:

Piblisite


Piblisite