Biblia Todo Logo
Bib sou entènèt

- Piblisite -




ଯିରିମୀୟ 1:17 - ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍‍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍‍ବିଗ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ

17 “ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ। ସେମାନଙ୍କ ପାଇଁ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ। ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ କରିବା।

Gade chapit la Kopi




ଯିରିମୀୟ 1:17
26 Referans Kwoze  

ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ିଗଲେ।


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ତୁମ୍ଭମାନଙ୍କର କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;


ଯେଉଁ ଭବିଷ୍ୟଦ୍ବକ୍ତା ସ୍ଵପ୍ନ ଦେଖିଅଛି, ସେ ସ୍ଵପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ଵସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?


ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ।


ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।


ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ନିକଟରେ ଜଣାଇବାକୁ, ପୁଣି ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ


ତହୁଁ ସେ କହିଲେ, ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ଵରଙ୍କର ସେବା କରିବ।


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ତର ପାତ୍ର।


ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ତହୁଁ ଇଲୀଶାୟ ଗିହେଜୀକି କହିଲେ, ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ତୁମ୍ଭେ କୌଣସି ଲୋକକୁ ଭେଟିଲେ, ତାହାକୁ ନମସ୍କାର ନ କର; ଆଉ କେହି ତୁମ୍ଭକୁ ନମସ୍କାର କଲେ, ତାହାକୁ ଫେରି ଉତ୍ତର ନ ଦିଅ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖିଦିଅ।


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।


ଅନନ୍ତର ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, ତୁମ୍ଭ କଟି ବାନ୍ଧ ଓ ଏହି ତୈଳ-ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।


ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ ନ କର। ତହୁଁ ସେ ଉଠି ତାହା ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ।


ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।


ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।


ତହିଁରେ ନେରୀୟର ପୁତ୍ର ବାରୂକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କର ସକଳ ଆଜ୍ଞାନୁସାରେ କାର୍ଯ୍ୟ କରି ସେହି ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ବାକ୍ୟ ସଦାପ୍ରଭୁଙ୍କ ଗୃହରେ ପାଠ କଲା।


ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲନ୍ତ ତୁମ୍ଭେ କହିଲ, ଭୟ କର ନାହିଁ।


Swiv nou:

Piblisite


Piblisite