Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:17 - ପବିତ୍ର ବାଇବଲ (Re-edited) - (BSI)

17 ହେ ଅବରୁଦ୍ଧ ସ୍ଥାନ ନିବାସୀନ୍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।

Gade chapit la Kopi

ଓଡିଆ ବାଇବେଲ

17 ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।

Gade chapit la Kopi

ପବିତ୍ର ବାଇବଲ

17 ହେ ଅବରୁଦ୍ଧ ଯିହୁଦା ନିବାସୀ, ତୁମ୍ଭେମାନେ ନିଜ ନିଜ ଜିନିଷ ସଂଗ୍ରହ କରି ଦେଶତ୍ୟାଗ କରିବାକୁ ପ୍ରସ୍ତୁତ ହୁଅ।

Gade chapit la Kopi




ଯିରିମୀୟ 10:17
6 Referans Kwoze  

ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ଵାରା ଉକ୍ତ ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


ତୁମ୍ଭେମାନେ ଉଠ ଓ ପ୍ରସ୍ଥାନ କର; କାରଣ ଏ ତୁମ୍ଭମାନଙ୍କର ବିଶ୍ରାମ ସ୍ଥାନ ନୁହେଁ; ଯେହେତୁ ଅଶୁଚିତା ବିନାଶ, ଅର୍ଥାତ୍, ଭୟାନକ ବିନାଶ କରୁଅଛି।


ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ-ସ୍ଥାନରେ ପ୍ରବେଶ କରିବ?


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବାଯାଏ ସେ ତୁମ୍ଭର ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ଵାରରେ ସେ ତୁମ୍ଭକୁ ଅବରୋଧ କରିବ।


Swiv nou:

Piblisite


Piblisite