Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:2 - ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟ-ମାନେ ତହିଁରେ ଭୀତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ଏହିକଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।

Gade chapit la Kopi




ଯିରିମୀୟ 10:2
10 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ।


ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚଳିବ ନାହିଁ।


ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ।


ଅନନ୍ତର ପରମେଶ୍ଵର କହିଲେ, ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ତଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।


ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେଣବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।


ହେ ଇସ୍ରାଏଲ-ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;


ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ।


Swiv nou:

Piblisite


Piblisite