Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:3 - ପବିତ୍ର ବାଇବଲ (Re-edited) - (BSI)

3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ଵାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ଓଡିଆ ବାଇବେଲ

3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।

Gade chapit la Kopi

ପବିତ୍ର ବାଇବଲ

3 ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ। ସେଗୁଡ଼ିକ ଦେବତା ନୁହନ୍ତି।

Gade chapit la Kopi




ଯିରିମୀୟ 10:3
17 Referans Kwoze  

ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ରକ୍ଷଣୀୟ ରକ୍ଷା କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାରବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ଵାରା ମୁକ୍ତ ନ ହୋଇ


କାରଣ ସେମାନେ ଈଶ୍ଵରଙ୍କୁ ଜାଣି ତାହାଙ୍କୁ ଈଶ୍ଵର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକ-ମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି?


ଆଉ, ହସ୍ତନିର୍ମିତ ଦେବତାମାନେ ଈଶ୍ଵର ନୁହନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।


ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।


ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ତଳ କି ବୃଷ୍ଟିଦାନ କରି ପାରେଣ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି।


Swiv nou:

Piblisite


Piblisite