Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:8 - ପବିତ୍ର ବାଇବଲ (Re-edited) - (BSI)

8 ସେସମସ୍ତେ ପଶୁବତ୍ ଓ ଅଜ୍ଞାନ; ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ଓଡିଆ ବାଇବେଲ

8 ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Gade chapit la Kopi

ପବିତ୍ର ବାଇବଲ

8 ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ। ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ। ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।

Gade chapit la Kopi




ଯିରିମୀୟ 10:8
16 Referans Kwoze  

କାରଣ ଠାକୁରମାନେ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ଵପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ଵନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି , ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ପାଳକ କେହି ନାହିଁ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି ; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ଵାସ କରି ମୂକ ଦେବତା ନିର୍ମାଣ କରେ?


କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ଵଳ; ଅଙ୍ଗାର ନେଇ ରୋଟୀ ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ତେ କାଷ୍ଠ ଆଗରେ ଦଣ୍ତବତ କରିବା?


ଦେଖ, ସେସମସ୍ତେ, ସେମାନଙ୍କର କର୍ମସବୁ ଅସାର ଓ ଅବସ୍ତୁ ମାତ୍ର; ସେମାନଙ୍କର ଛାଞ୍ଚରେ ଢଳା ପ୍ରତିମାଗଣ ବାୟୁ ଓ ଶୂନ୍ୟ ମାତ୍ର।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ପଟୁ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ସେମାନେ ଖଣ୍ତେ କାଠମୁଣ୍ତାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା ଓ ପଥରକୁ କହନ୍ତି, ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ; ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ମାତ୍ର ବିପଦ ସମୟରେ ସେମାନେ କହିବେ, ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;


ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।


Swiv nou:

Piblisite


Piblisite