Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:3 - ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,ଗୀତ.୧୦୫:୯

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ବ୍ୟକ୍ତି ଏହି ନିୟମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ।

Gade chapit la Kopi




ଯିରିମୀୟ 11:3
8 Referans Kwoze  

ଯେ କେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।


ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।


ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ।


ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ଼୍‍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ।


ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ଵାମୀ ହେଲେ ହେଁ ସେମାନେଣଆମ୍ଭର ସେହି ନିୟମ ଲଙ୍ଘନ କଲେ।


Swiv nou:

Piblisite


Piblisite