Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:9 - ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସଦାପ୍ରଭୁ ମୋତେ କହିଲେ, ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରା; ଦେଖାଯାଏ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯିହୁଦାର ଲୋକମାନେ ଓ ଯିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ।

Gade chapit la Kopi




ଯିରିମୀୟ 11:9
13 Referans Kwoze  

ପୁଣି, ଡକାଇତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।


ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ।


ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


Swiv nou:

Piblisite


Piblisite