Biblia Todo Logo
Bib sou entènèt

- Piblisite -




ଯିରିମୀୟ 12:8 - ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ।

Gade chapit la Kopi




ଯିରିମୀୟ 12:8
8 Referans Kwoze  

ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।


ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ କ୍ଳା; ହୋଇଥିଲା ଓ ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।


ଯୁବା ସିଂହମାନେ ତାହା ଉପରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ-ବିହୀନ ହୋଇଅଛି।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ଏହିରୂପେ ସେ ଆପଣା ବେଶ୍ୟା-କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେପରି ତାହାଠାରୁ ହିଁ ବିମୁଖ ହେଲା।


ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚି; ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।


Swiv nou:

Piblisite


Piblisite