ଯିରିମୀୟ 13:10 - ପବିତ୍ର ବାଇବଲ (Re-edited) - (BSI)10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Gade chapit laଓଡିଆ ବାଇବେଲ10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Gade chapit laପବିତ୍ର ବାଇବଲ10 ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍ଗରେ ବଧ କରିବ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।