Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:12 - ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ; ତହିଁରେ ସେମାନେ ତୁମ୍ଭକୁ କହିବେ, ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?

Gade chapit la Kopi

ଓଡିଆ ବାଇବେଲ

12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’

Gade chapit la Kopi

ପବିତ୍ର ବାଇବଲ

12 “ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା'ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’

Gade chapit la Kopi




ଯିରିମୀୟ 13:12
4 Referans Kwoze  

ତହୁଁ ଲୋକମାନେ ମୋତେ କହିଲେ, ତୁମ୍ଭେ ଯେ ଏରୂପ କରୁଅଛ, ଏସବୁ ଆମ୍ଭମାନଙ୍କ ପ୍ରତି କଅଣ, ଏହା କି ଆମ୍ଭମାନଙ୍କୁ କହିବ ନାହିଁ?


କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ ଓ କୀର୍ତ୍ତି ଓ ପ୍ରଶଂସା ଓ ଗୌରବ ସ୍ଵରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।


ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜଗଣକୁ ଓ ଯାଜକଗଣକୁ, ଭବିଷ୍ୟଦ୍ବକ୍ତାଗଣକୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।


ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।


Swiv nou:

Piblisite


Piblisite