Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:15 - ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।

Gade chapit la Kopi




ଯିରିମୀୟ 13:15
11 Referans Kwoze  

ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।


ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।


ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।


ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି?


କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ ଓ ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।


ଏହି କଥାରେ ଯେ କର୍ଣ୍ଣପାତ କରିବ ଓ ଶ୍ରବଣ କରି ଭବିଷ୍ୟତ୍କାଳ ନିମନ୍ତେ ମନୋଯୋଗ କରିବ, ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି?


ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ତିତ ନୋହିବ।


ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।


ହେ ଆକାଶମଣ୍ତଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତିନ୍ତ ଆମ୍ଭେ ସନ୍ତାନ-ଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।


Swiv nou:

Piblisite


Piblisite