Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:2 - ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।

Gade chapit la Kopi




ଯିରିମୀୟ 13:2
8 Referans Kwoze  

ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।


ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।


ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ତାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।


ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite