Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:26 - ପବିତ୍ର ବାଇବଲ (Re-edited) - (BSI)

26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।

Gade chapit la Kopi

ଓଡିଆ ବାଇବେଲ

26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।

Gade chapit la Kopi

ପବିତ୍ର ବାଇବଲ

26 ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ, ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର ନଗ୍ନତା ଦେଖି ପାରି ନ ଥିଲେ।

Gade chapit la Kopi




ଯିରିମୀୟ 13:26
9 Referans Kwoze  

ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।


ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା-କ୍ରିୟା ପ୍ରକାଶିତ ହେବ।


ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।


ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।


ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ବିଷୟରେ କହିଥିଲା ଏସବୁ ମୋର ପ୍ରେମିକଗଣ ମୋର ବର୍ତ୍ତନ ସ୍ଵରୂପେ ମୋତେ ଦେଇଅଛନ୍ତି, ସେସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେସବୁକୁ ଅରଣ୍ୟ କରିବା, ତହିଁରେ ବନପଶୁଗଣ ତାହା ଖାଇ ପକାଇବେ।


Swiv nou:

Piblisite


Piblisite