ଯିରିମୀୟ 13:4 - ପବିତ୍ର ବାଇବଲ (Re-edited) - (BSI)4 ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ-ଛିଦ୍ରରେ ଲୁଚାଇ ରଖ। Gade chapit laଓଡିଆ ବାଇବେଲ4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।” Gade chapit laପବିତ୍ର ବାଇବଲ4 “ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।” Gade chapit la |