Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:9 - ପବିତ୍ର ବାଇବଲ (Re-edited) - (BSI)

9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

9 ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi




ଯିରିମୀୟ 13:9
19 Referans Kwoze  

ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।


ତୁମ୍ଭେ ଆପଣାର ଯେସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନ-ମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ଵର ଅହଂକାରୀମାନଙ୍କ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି”।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ ଏହି ଲୋକ ଧାର୍ମିକ ଗଣିତ ହୋଇ ଆପଣା ଗୃହକୁ ଚାଲିଗଲା; କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ନ୍ୟାୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶୂନ୍ୟକାରୀମାନେ ସେମାନଙ୍କୁ ଶୂନ୍ୟ କରିଅଛନ୍ତି ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।


ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେପରି ଆମ୍ଭେ ସେମାନଙ୍କୁ ଦୂର କଲୁ।


ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟ; ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁନ୍ତ ତାହାର ଦର୍ପ କିଛି ହିଁ ନୁହେଁ।


ତେବେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶଦ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।


Swiv nou:

Piblisite


Piblisite